ସ୍ଥଗିତ ରହିଲା ରାଜ୍ୟ ବିଜେପି ସଭାପତି ନିର୍ବାଚନ, ପୁରୀ ଅଘଟଣ ପାଇଁ ସ୍ଥଗିତ
ଭୁବନେଶ୍ୱର : ସ୍ଥଗିତ ରହିଲା ରାଜ୍ୟ ବିଜେପି ସଭାପତି ନିର୍ବାଚନ । ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ମଧ୍ୟ ସ୍ଥଗିତ। ବିଜେପି ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଷଡ଼ଙ୍ଗୀ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି, ପୁରୀରେ ଘଟିଥିବା ଦୁର୍ଘଟଣା ପାଇଁ ଆମେ ମର୍ମାହତ । ତେଣୁ ରାଜ୍ୟ ବିଜେପି…