ବିଜେପି ନେତା ପୀତବାସ ପଣ୍ଡାଙ୍କୁ ହତ୍ୟା ପଛରେ ବାଲି ମାଫିଆ, ବାହାରର ସୁପାରୀ କିଲରକୁ ନିୟୋଜିତ କରିଥିବା ନେଇ ଚର୍ଚ୍ଚା
ବ୍ରହ୍ମପୁର: ବ୍ରହ୍ମପୁରରେ ବିଜେପି ନେତା ପୀତବାସ ପଣ୍ଡାଙ୍କୁ ହତ୍ୟା ପଛରେ ବାଲି ମାଫିଆ । ବାହାରର ସୁପାରୀ କିଲରକୁ ବାଲି ମାଫିଆ ନିୟୋଜିତ କରିଥିବା ନେଇ ଚର୍ଚ୍ଚା ହେଉଛି । ହତ୍ୟା ପଛରେ ଗଞ୍ଜାମ ଜିଲ୍ଲାର ବାଲି ମାଫିଆଙ୍କ ସମ୍ପୃକ୍ତି ନେଇ ଅନୁମାନ କରାଯାଉଛି । ପୋଲିସ ଏଦିଗରେ ମଧ୍ୟ ତଦନ୍ତ…