Browsing Tag

bjp psc meeting

ଆଜି ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକ, ହୋଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର : ଆଜି ନବୀନ ନିବାସରେ ବସିବ ବିଜେଡିର ରାଜନୈତିକ ବ୍ୟାପାର କମିଟିର ପ୍ରଥମ ବୈଠକ ।  ନିକଟରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜନୈତିକ ବ୍ୟାପାର କମିଟି ଗଠନ କରିଥିଲେ । ରାଜନୈତିକ ବ୍ୟାପାର କମିଟି ହେଉଛି ବିଜେଡିର ଉଚ୍ଚସ୍ତରୀୟ କମିଟି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ…