ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, କହିଲେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଆଲୋଚନା ହୋଇନି
ଭୁବନେଶ୍ୱର : ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ରାଜ୍ୟରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ଅଦଳବଦଳ ଚର୍ଚ୍ଚା ଭିତରେ ଚର୍ଚ୍ଚାରେ ରହିଥିଲା ତାଙ୍କ ଦିଲ୍ଲୀ ଗସ୍ତ। ଦିଲ୍ଲୀରେ ମନମୋହନ ସାମଲ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି…