Browsing Tag

bjp

ସବୁ ବିଧାନସଭା ଓ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କରିଛି ରାଜ୍ୟ ବିଜେପି

ଝୁଲିଛି ମେଣ୍ଟ ନିଷ୍ପତ୍ତି । ଏଣେ ରାଜ୍ୟ ବିଜେପି ସବୁ ବିଧାନସଭା ଓ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କରିଛି। ଶନିବାର ପ୍ରାୟ ୭ ଘଣ୍ଟା ଧରି ଚାଲିଥିଲା ଆଲୋଚନା। ଭୁବନେଶ୍ବର ପାର୍ଟି ଅଫିସରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ନିର୍ବାଚନ କମିଟି ବୈଠକ ବସିଥିଲା।…

ବିଜେପିର ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌) : ଲୋକସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି । ୧୦ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଦାଦ୍ରା ଓ ନଗର ହାବେଳୀ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି । ମୋଟ ୭୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି । ତାଲିକାରେ…

ଆଜି ବିଜେପିର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ! ୭ ରାଜ୍ୟର ୯୦ ଜଣଙ୍କ ନାମରେ ମୋହର

ନୂଆଦିଲ୍ଲୀ : ଲୋକସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରୁଛି ବିଜେପି। ଆଜି ବିଜେପିର ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବା ସମ୍ଭାବନା ରହିଛି। ୭ ରାଜ୍ୟର ୯୦ ପ୍ରାର୍ଥୀଙ୍କ ନାମ ଚୁଡାନ୍ତ ହୋଇଥିବା ସୂଚନା ମିଳିଛି। ସୋମବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ବିଜେପି ସିଇସିର…

ଡାକରା ପାଇ ଦିଲ୍ଲୀ ଗଲେ ରାଜ୍ୟ ବିଜେପି ନେତୃତ୍ବ

ଦିଲ୍ଲୀ ଗଲେ ରାଜ୍ୟ ବିଜେପି ନେତୃତ୍ବ । ଡାକରା ପାଇ ରାଜ୍ୟ ବିଜେପି ନେତା ଦିଲ୍ଲୀ ଅଭିମୁଖେ ଯାଇଛନ୍ତି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ରାଜ୍ୟ ସଂଗଠନ ସମ୍ପାଦକ ମାନସ ମହାନ୍ତି ଦିଲ୍ଲୀ ଯାଇଛନ୍ତି । ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂହ ତୋମାର ଓ ସହପ୍ରଭାରୀ ଲତା ଉଶେଣ୍ଡି ମଧ୍ୟ…

ନୂଆଦିଲ୍ଲୀ ଲୋକସଭା ଆସନରୁ ବାଂସୁରୀଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେପି, ମା’ଙ୍କ ନୀତି ଆଦର୍ଶରେ କାମ କରିବେ ବାଂସୁରୀ

ପୂର୍ବ ବୈଦେଶିକ ମନ୍ତ୍ରୀ ସ୍ୱର୍ଗତ ସୁଷମା ସ୍ୱରାଜଙ୍କ ଝିଅ ବାଂସୁରୀ ସ୍ୱରାଜ ଆଗାମୀ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହୋଇଛନ୍ତି । ପ୍ରଥମ ଥର ପାଇଁ ନିର୍ବାଚନ ଲଢିବାକୁ ଯାଉଛନ୍ତି ବାଂସୁରୀ ସ୍ୱରାଜ । ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇ ନଥିବା ବେଳେ ବିଜେପି ପ୍ରଥମ ପର୍ଯ୍ୟାୟ…

ରାଜ୍ୟରେ ମେଣ୍ଟ ଚର୍ଚ୍ଚାକୁ ଖଣ୍ଡନ କଲେନି ବିଜେପିର ନିର୍ବାଚନ ସହ ପ୍ରଭାରୀ

ରାଜ୍ୟରେ ମେଣ୍ଟ ଚର୍ଚ୍ଚାକୁ ଖଣ୍ଡନ କଲେନି ବିଜେପିର ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି। କହିଲେ ଓଡ଼ିଶାରେ ହେବ ଡବଲ ଇଞ୍ଜିନ ସରକାର । ବିଜେଡି ସହିତ ଡବଲ ଇଞ୍ଜିନ ସରକାର କି ପ୍ରଶ୍ନରେ ସିଧାସଳଖ ଉତ୍ତର ଦେଇନଥିଲେ । କହିଛନ୍ତି ଓଡିଶା ରେ ଡବଲ ଇଞ୍ଜିନର ସରକାର ହେବ। ଆଉ ଡବଲ ଇଞ୍ଜିନର…

ଆଜି ଘୋଷଣା ହୋଇପାରେ ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଆଜି ଘୋଷଣା ହୋଇପାରେ ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା। ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ। ପ୍ରଥମ ତାଲିକାରେ ରହିପାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କ ନାଁ। ହେଭିୱେଟ୍ ମନ୍ତ୍ରୀ ରାଜନାଥ ସିଂ ଓ…

ରାଜ୍ୟ ରାଜନୀତିରେ ହଲଚଲ୍‌, BJPରେ ମିଶିଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର (କେନ୍ୟୁଜ): ବିଜେପିରେ ଯୋଗ ଦେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ବୁଧବାର ଭୁବନେଶ୍ବରସ୍ଥିତ ବିଜେପି କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପ୍ରଦୀପ ଓ ତାଙ୍କର କିଛି ସମର୍ଥକ ଭାରତୀୟ ଜନତା ପାର୍ଟିରେ ମିଶିଛନ୍ତି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ…

ଚାଲିଛି ବିଜେପିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ, ଆଜି ଗୁରୁ ମନ୍ତ୍ର ଦେବେ ମୋଦି

ନୂଆଦିଲ୍ଲୀ : ୨୪ ଲୋକସଭା ନିର୍ବାଚନ ପାଇଁ ବିଜେପିର ବ୍ଲୁ ପ୍ରିଣ୍ଟ। ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀର ଆଜି ଦ୍ବିତୀୟ ଦିନ। ପ୍ରଧାନମନ୍ତ୍ରୀ ମୋଦି କର୍ମକର୍ତ୍ତାଙ୍କୁ ଦେବେ ବିଜୟ ଏବଂ ଲକ୍ଷ୍ୟ ହାସଲର ଗୁରୁମନ୍ତ୍ର। ଲୋକସଭାରେ ବିଜେପିର ଟାର୍ଗେଟ ରହିଛି ୩୭୦ ସିଟ୍ । ଏନଡିଏକୁ ୪୦୦ରୁ…

କମଳନାଥ ବିଜେପିରେ ମିଶିବା ନେଇ ଚର୍ଚ୍ଚା ! ପ୍ରତିକ୍ରିୟା ରଖିଲେ କମଳନାଥ

ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥ ଏବଂ ତାଙ୍କ ପୁଅ ସାଂସଦ ନକୁଳନାଥ ବିଜେପିରେ ସାମିଲ ହେବା ଚର୍ଚ୍ଚା ଜୋର ଧରିଛି । ଯେଉଁଥିପାଇଁ ବଢୁଛି କଂଗ୍ରେସର ଅଡୁଆ । ଦଳର ଜଣକ ପରେ ଜଣେ ବରିଷ୍ଠ ନେତା କଂଗ୍ରେସ ଛାଡ଼ି ବିଜେପି ମୁହାଁ । ମହାରାଷ୍ଟ୍ର ପରେ ମଧ୍ୟପ୍ରଦେଶରେ ଏବେ ବଢିଛି ସଙ୍କଟ…

ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହାନ ବିଜେପିରେ ମିଶିଲେ

ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହାନ ବିଜେପିରେ ଯୋଗ ଦେଇଛନ୍ତି । ସୋମବାର ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ଚୌହାନ ବିଜେପିରେ ଯୋଗଦେବା ପୂର୍ବରୁ କହିଥିଲେ କି, ଆଜିଠାରୁ ମୁଁ ମୋର ରାଜନୈତିକ ଜୀବନ ପୁଣିଥରେ ଆରମ୍ଭ କରୁଛି । ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର…