Browsing Tag

black cat

ଆଇପିଏଲ ଦେଖିବା ପାଇଁ ଷ୍ଟାଡିୟମରେ ପହଞ୍ଚିଲା ବିଲେଇ, କିଛି ସମୟ ବନ୍ଦ ରହିଲା ମ୍ୟାଚ୍, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ) ୨୦୨୨ ରେ ପଞ୍ଜାବ କିଙ୍ଗସ୍ (PBKS) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ମ୍ୟାଚ୍ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ମୁମ୍ବାଇର ବ୍ରାବୋର୍ଣ୍ଣ ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହୋଇଥିଲେ। ଏହି ମ୍ୟାଚରେ ପଞ୍ଜାବର ବିଶାଳ ବିଜୟ…