Browsing Tag

blood spilling

ଶ୍ରୀମନ୍ଦିରରେ ଅଘଟଣ, ରକ୍ତ ଛିଟା ପଡ଼ିବାରୁ ମହାପ୍ରଭୁଙ୍କୁ କରାଗଲା ବଡ଼ ମହାସ୍ନାନ

ପୁରୀ: ଶ୍ରୀମନ୍ଦିରରେ ଅଘଟଣ  । ରକ୍ତ ଛିଟା ପଡ଼ିବାରୁ ମହାପ୍ରଭୁଙ୍କୁ କରାଗଲା ବଡ଼ ମହାସ୍ନାନ । କଳାହାଟ ଦ୍ୱାର ନିକଟରେ ରକ୍ତ ଛିଟା ପଡ଼ିବାରୁ  ବଡ଼ମହାସ୍ନାନ ହୋଇଛି  ।  ଜଣେ କର୍ମଚାରୀଙ୍କ ହାତ ଚାପି ଯିବାରୁ ରକ୍ତସ୍ରାବ ହୋଇଥିଲା । ଏଥିପାଇଁ  ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥିଲା…