Browsing Tag

BMC Additional Commissioner

ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ୍, ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ହୋଇଥିଲେ ଗିରଫ

ଭୁବନେଶ୍ୱର : ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ୍ । ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ଜାମିନ ମିଳିଛି । ଜିଲ୍ଲା ଦୌରା ଜଜଙ୍କ କୋର୍ଟରେ ଶୁଣାଣି କରାଯାଇଥିଲା । ଗତ ୩୦ ତାରିଖରେ ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ବିଏମସି ଅଫିସ ଭିତରେ ମରଣାନ୍ତକ ଆକ୍ରମଣ…