ପାରାଦୀପ କାଉଡ଼ିଆ ନଦୀରେ ବୁଡ଼ିଲା ଡଙ୍ଗା, ମତ୍ସ୍ୟଜୀବୀ ନିଖୋଜ
ପାରାଦୀପ: ବୁଡ଼ିଗଲା ଡଙ୍ଗା, ମତ୍ସ୍ୟଜୀବୀ ନିଖୋଜ । ପାରାଦୀପ ଅଠରବାଙ୍କି ବାଲିପ୍ଲଟ ନିକଟ କାଉଡ଼ିଆ ନଦୀରେ ଡଙ୍ଗା ବୁଡ଼ି ଜଣେ ଯାଇ ଜଣେ ମତ୍ସ୍ୟଜୀବୀ ନିଖୋଜ ଅଛନ୍ତି । ନିଖୋଜ ମତ୍ସ୍ୟଜୀବୀ ଜଣକ ଯଦୁପୁର ଗାଁର ପ୍ରଫୁଲ୍ଲ ବେହେରା । ନଦୀରୁ ଜୁଆର ଛାଡ଼ିବା ସମୟରେ ସ୍ଥାନୀୟ କିଛି ମତ୍ସ୍ୟଜୀବୀ…