ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ, ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ ବାରଣ
ଚିଲିକା: ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ । ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଚିଲିକା ଭିତରକୁ ଡଙ୍ଗା ଚଳାଚଳ ବନ୍ଦ । ଯାତ୍ରୀବାହୀ ଡଙ୍ଗା ଓ ମାଛଧରା ଡଙ୍ଗା ଚଳାଚଳକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଡଙ୍ଗା ଓ ମେସିନକୁ ସୁରକ୍ଷିତ ସ୍ଥାନରେ ରଖିବାକୁ ମତ୍ସ୍ୟଜୀବୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି…