ବାହାନଗା ଟ୍ରେନ୍ ଦୁର୍ଘଟଣା: ସତ୍ୟନଗର ଶ୍ମଶାନରେ ବିହାର ଓ ଝାଡ଼ଖଣ୍ଡର ୨ ମୃତଦେହର ଶେଷକୃତ୍ୟ ସମ୍ପନ୍ନ
ଭୁବନେଶ୍ୱର (କେନ୍ୟୁଜ): ବାହାନଗା ଟ୍ରେନ୍ ଦୁର୍ଘଟଣାରେ ମୃତ ଝାଡ଼ଖଣ୍ଡ ଓ ବିହାରର ଦୁଇ ଜଣ ବ୍ୟକ୍ତିଙ୍କ ମୃତଦେହ ଆଜି ଭୁବନେଶ୍ବରର ସତ୍ୟନଗରସ୍ଥିତ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଝାଡଖଣ୍ଡର ମୃତକ ହେଲେ ଦିନେଶ ଯାଦବ ଓ ବିହାରର ମୃତକ ହେଲେ ସୁରେଶ ରାୟ ।
ସୂଚନା ଅନୁସାରେ…