Browsing Tag

body found

ଗାଁ ପାଖ ଜଙ୍ଗଲରୁ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ପାଟଣାଗଡ଼ : ଗାଁ ପାଖ ଜଙ୍ଗଲରୁ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର । ହତ୍ୟା ସନ୍ଦେହ ।  ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ରତାଖଣ୍ଡି ଗାଁ ପାଖ ଜଙ୍ଗଲରୁ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ହତ୍ୟା ଅଭିଯୋଗ ଆଣିଛନ୍ତି ପରିବାର ଲୋକ ।  ରତାଖଣ୍ଡି ଗାଁର ଜଗଦାନନ୍ଦ ସାଣ୍ଢଙ୍କ…

ଜଳପ୍ରପାତରୁ ୟୁଟ୍ୟୁବରଙ୍କ ମିଳିଲା ମୃତଦେହ, ଯୁବକଙ୍କ ମୁଣ୍ଡ ନ ଥିବା ବେଳେ ଗୋଟିଏ ମୋବାଇଲ ଉଦ୍ଧାର

ଲମତାପୁଟ: ଡୁଡୁମା ଜଳପ୍ରପାତରେ ୟୁଟ୍ୟୁବରଙ୍କ ମିଳିଲା ମୃତଦେହ । ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପରୁ ୩ କି.ମି. ଦୂରରେ ମିଳିଲା ମୁଣ୍ଡ ବିହୀନ ମୃତଦେହ ।  ଗତ ୨୩ ତାରିଖରେ ସାଙ୍ଗ ସହ ଜଳପ୍ରପାତରେ ଭିଡିଓ ସୁଟିଂ କରୁଥିବା ସମୟରେ ଅଚାନକ ପାଣି ମାଡି ଆସିଥିଲା । ଆଉ ସେହି ପାଣିର ପ୍ରଖର ସ୍ରୋତରେ…

ଗଛରୁ CRPF ଯବାନଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ବଲାଙ୍ଗିର: ଗଛରେ ଝୁଲିଛି CRPF ଯବାନଙ୍କ ମୃତଦେହ । ଘରକୁ ଛୁଟିରେ ଆସିଥିବା ବେଳେ ଘଟିଲା ଅଘଟଣ । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ । ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଗାଁର ଦୁଲ୍ଲଭ ଭୋଇଙ୍କ ପୁଅ ଭକ୍ତରାମ ଭୋଇଙ୍କର ମୃତଦେହ ଉଦ୍ଧାର । ଭକ୍ତରାମ ଝାରଖଣ୍ଡରେ କାର୍ଯ୍ୟରତ ଥିଲେ ।…

ପ୍ରେମ ବ୍ୟାପାର ! ଗଛରୁ ପିଜି ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଉଦଳା : ଝୁଲି ପଡିଲେ ପିଜି ଛାତ୍ର । ଗଛରୁ ପିଜି ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତକ ରେଖା ମଢ଼େଇ । ଉଦଳା ଥାନା ରାଇଦାଣ୍ଡିଆ ଗାଁରେ ଘଟିଛି ଏଭଳି ଘଟଣା। ରାଇଦାଣ୍ଡିଆ ଗାଁର ରେଖା ମଢେଇ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ପିଜି କରୁଥିଲେ । ଗତ ମଙ୍ଗଳବାର ଦିନ ସେ ଘରକୁ ଆସିଥିଲେ।…

ପାଇଖାନା ଟାଙ୍କିରୁ ମିଳିଲା ମୃତଦେହ, ୧୫ ତାରିଖରୁ ନିଖୋଜ ଥିଲେ ନାବାଳକ

ପୁରୀ :  ମିଳିଲା ନିଖୋଜ ନାବାଳକର ମୃତଦେହ ।  ୫ ଦିନ ଖୋଜାଖୋଜି ପରେ ପାଇଖାନା ଟାଙ୍କିରୁ ମିଳିଲା ମୃତଦେହ ।  ଗତ ୧୫ ତାରିଖରୁ ନିଖୋଜ ଥିଲେ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ରତନପୁର ଗାଁର ନାବାଳକ ଆଶୀର୍ବାଦ ।  ପଡ଼ୋଶୀଙ୍କ ପାଇଖାନା ଟାଙ୍କିରୁ ମୃତଦେହ ଉଦ୍ଧାର ହୋଇଛି।  ଘଟଣାରେ ପଡୋଶୀଙ୍କୁ…

ଜଙ୍ଗଲରେ ଯୁବତୀଙ୍କ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ମାଲକାନଗିରି : ଜଙ୍ଗଲରେ ଯୁବତୀଙ୍କ ଗଳିତ ମୃତଦେହ।  ଜଙ୍ଗଲରୁ ଗଳିତ ମୃତଦେହ ଉଦ୍ଧାର ହୋଇଛି ।   କେହି ଦୁର୍ବୃତ୍ତ ଦୁଷ୍କର୍ମ ପରେ ହତ୍ୟା କରି ଯୁବତୀଜଣଙ୍କୁ ଜଙ୍ଗଲ ମଧ୍ୟରେ ଫିଙ୍ଗି ଚାଲିଯାଇଥିବା ସନ୍ଦେହ କରାଯାଉଛି ।  କିଛି ଲୋକ ଜଙ୍ଗଲକୁ ଯାଇଥିବା ସମୟରେ ଯୁବତୀଙ୍କ କଙ୍କାଳ ପଡିଥିବା…

ଗଛ ମୂଳରୁ ଶିଶୁକନ୍ୟାର ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ଅନୁଗୁଳ: ଶିଶୁକନ୍ୟାର ରକ୍ତ ଜୁଡୁବୁଡ଼ୁ ମୃତଦେହ ଉଦ୍ଧାର ହୋଇଛି । ଗଛ ମୂଳରୁ ମୃତଦେହ ଉଦ୍ଧାର କରିଛି ପୋଲିସ । କେହି ଦୁର୍ବୃତ୍ତ ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଏପରି ଅଭାବନୀୟ ଘଟଣା ଘଟିଛି । ଏହି…

ଜଲାପୁଟ ଜଳଭଣ୍ଡାରରୁ ମିଳିଲା ଆଉ ଜଣଙ୍କ ମୃତଦେହ, ଫଟୋ ଉଠାଉଥିବା ବେଳେ ଓଲଟି ପଡିଥିଲା ଡଙ୍ଗାଟି

ଲମତାପୁଟ: କୋଲାବ ଜଳଭଣ୍ଡାର ଜଲାପୁଟ ନଦୀରୁ ମିଳିଲା ଆଉ ଜଣଙ୍କ ମୃତଦେହ । ଗତକାଲି ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବା ବେଳେ ଆଜି ଆଉ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୩ ଦିନ ପରେ ଅଗ୍ନିଶମ ଓ ଓଡ୍ରାଫ୍ ଟିମ୍ ଦ୍ବାରା ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜ ଦୁଇ ନାବାଳକ ଶିବ ହନ୍ତାଳ ଏବଂ…

ଝିଅକୁ ଛାଡ଼ି ବିବାହ କାର୍ଯ୍ୟରେ ଯୋଗ ଦେବାକୁ ଯାଇଥିଲା ମା’ ଫେରିଲା ବେଳକୁ ଝିଅ ମୃତ

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଲୋକନାଥପୁର ଶାସନ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବନ୍ଦ ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଝିଅକୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ମୃତ ଯୁବତୀ ଜଣକ ହେଉଛନ୍ତି ଲକ୍ଷ୍ମୀପ୍ରିୟା ଖୁଣ୍ଟିଆ।…

ଗଛରୁ ଝୁଲନ୍ତା ଅବସ୍ଥାରେ ନାବାଳିକାଙ୍କ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ସୁନ୍ଦରଗଡ଼ (କେନ୍ୟୁଜ୍‌): ଗଛରୁ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଦୁଷ୍କର୍ମ ପରେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି । ଝୁଲନ୍ତା ମୃତଦେହ ଉଦ୍ଧାର ପରେ ହତ୍ୟା ସନ୍ଦେହ ବଢିଛି । ବଡ଼ଗାଁ ପୋଲିସ ଜଣଙ୍କୁ…

ନବଜାତ ଶିଶୁର ଗଳିତ ମୃତଦେହ ଉଦ୍ଧାର, କିଏ ଓ କାହିଁକି ଏପରି କଲା କାରଣ ଅସ୍ପଷ୍ଟ

ଗଜପତି (କେନ୍ୟୁଜ) : ନବଜାତ ଶିଶୁର ଗଳିତ ମୃତଦେହ ଉଦ୍ଧାର ହୋଇଛି । ସଫେଇ କର୍ମଚାରୀମାନେ ନାଳ ସଫା କରୁଥିବା ସମୟରେ ପରିତ୍ୟକ୍ତ ଅବସ୍ଥାରେ ନବଜାତ ଶିଶୁର ମୃତ୍ୟୁ ଦେହ ଠାବ ହୋଇଛି। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଦୃଶ୍ୟ । ପାରଳାଖେମୁଣ୍ଡି…