ହୋଟେଲ ପଛରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
ଆଠଗଡ: ହୋଟେଲ ପଛରୁ ଯୁବତୀଙ୍କ ମୃତଦେହ ଉଦ୍ଧାର । ଆଠଗଡ ତାରିଣୀ ଛକରେ ଏକ ହୋଟେଲର ଜଣେ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ହୋଟେଲ ପଛ ପଟେ ରହୁଥିବା ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ଯୁବତୀ କର୍ମଚାରୀ ଭଦ୍ରକ ଅଞ୍ଚଳର ବୋଲି ଜଣାପଡିଛି । ଆଠଗଡ଼ ଅଂଚଳର ଏକ ନାମୀ…