ଅଖା ଭିତରୁ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
ରାଉରକେଲା: ଅଖା ଭିତରେ ମୃତଦେହ । ରାଉରକେଲାରେ ନଦୀରେ ଭାସୁଥିବା ଅଖା ଭିତରୁ ମୃତଦେହ ଉଦ୍ଧାର ହୋଇଛି । କୋଏଲା ନଦୀ ପାନପୋଷ ଗୋଶାଳା ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ଜଣାପଡ଼ିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।
ସୂଚନା ଅନୁସାରେ ଆଜି…