Browsing Tag

Bolero collides with car

କାର ସହ ବୋଲେରୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ୨ ଗୁରୁତର

କୋରାପୁଟ (କେନ୍ୟୁଜ); ସଡ଼କ ଦୁର୍ଘଟଣାରେ ଜଣେ ମୃତ, ୨ ଗୁରୁତର । ୨୬ ନଂ ଜାତୀୟ ରାଜପଥର ଦେଓଘାଟି ନିକଟରେ କାର ସହ ବୋଲେରୋ ମୁହାଁ ମୁହିଁ ଧକ୍କା ହୋଇଛି । ବେପରୁଆ ଗାଡି ଚାଳନା ଯୋଗୁଁ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।…