Browsing Tag

Bolero crashes

ଭାରସାମ୍ୟ ହରାଇ ଗଛରେ ପିଟିଲା ବୋଲେରୋ: ୨ ମୃତ, ୨ ଗୁରୁତର

ଯୋଡ଼ା (କେନ୍ୟୁଜ): ଚମ୍ପୁଆ ଥାନା ରାମଚନ୍ଦ୍ରପୁର ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟିଲା ବୋଲେରୋ। ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି । ଗତ ବିଳମ୍ବିତ ରାତିରେ ଝାଡ଼ଖଣ୍ଡରୁ ଏକ ବିବାହ ଭୋଜିରୁ ଫେରୁଥିଲା ବେଳେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ କୋଇଡ଼ା ଥାନା…