ଟ୍ରକକୁ ପଛପଟୁ ପିଟିଲା ବୋଲେରୋ, ଜଣେ ମୃତ; ୭ ଗୁରୁତର
ପାଟଣାଗଡ଼ : ସମ୍ବଲପୁର ଏନ. ଏଚ ୨୬, ଜାମସର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଗତକାଲି ବିଳମ୍ବିତ ରାତିରେ ରାସ୍ତା କଡରେ ଛିଡା ହୋଇଥିବା ଟ୍ରକକୁ ପଛପଟୁ ପିଟିଲା ବୋଲେରୋ । ଫଳରେ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ହୋଇଛନ୍ତି । ମୃତକ ହେଲେ କବିରାମ ଜଗତ ।…