ଜଗନ୍ନାଥବଲ୍ଲଭ ବହୁତଳ ପାର୍କିଂରୁ ଖସିଲା ବୋଲେରୋ, ଡ୍ରାଇଭର ଗୁରୁତର
ପୁରୀ : ଜଗନ୍ନାଥବଲ୍ଲଭ ବହୁତଳ ପାର୍କିଂରୁ ଖସିଲା ବୋଲେରୋ । ପୁରୀ ଜଗନ୍ନାଥବଲ୍ଲଭ ମଲ୍ଟି ଲେବଲ୍ ପାର୍କିଂରୁ ତଳକୁ ଖସି ପଡ଼ିଛି ବୋଲେରୋ । ଦୁର୍ଘଟଣାରେ ଗାଡ଼ି ଡ୍ରାଇଭର ଗୁରୁତର ହୋଇଛନ୍ତି । ଭାଗ୍ୟବଶତଃ ଗାଡ଼ିରେ କୌଣସି ଯାତ୍ରୀ ନଥିଲେ । ଉପରମହଲାରୁ ତଳକୁ ଖସି ପଡ଼ିଥିଲା ବୋଲେରୋ । ଆହତ…