Browsing Tag

Bolero-Truck collision

ବୋଲେରୋ-ଟ୍ରକ୍ ମୁହାଁମୁହିଁ ଧକ୍କା, ହୀରାକୁଦ ବୁଲିବାକୁ ଆସିଥିବା ୪ ଯାତ୍ରୀ ଗୁରୁତର

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଟିଟଲାଗଡ ଛକ ନିକଟରେ ବୋଲେରୋ-ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି  । ଏଥିରେ ୪ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ସମସ୍ତଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରେ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତ…

ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ, ୨ ଗୁରୁତର

ବଲାଙ୍ଗିର (କେନ୍ୟୁଜ): ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କାରେ ଗଲା ୨ ଜଣଙ୍କ ଜୀବନ। ମୃତକଙ୍କ ମଧ୍ୟରୁ ଜଣଙ୍କ ପରିଚୟ ମିଳିଛି, ତାଙ୍କ ନାଁ କପୁର ଚାନ୍ଦ ପୁଞ୍ଜି। ଅନ୍ୟ ଜଣଙ୍କ ପରିଚୟ ମିଳିପାରିନାହିଁ। ଦୁର୍ଘଟଣାରେ ଅନ୍ୟ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍‌ପିଟାଲର ଭର୍ତ୍ତି କରାଯାଇଛି। ଏମାନେ…