ଆଜି ଶ୍ରୀ ବିଗ୍ରହଙ୍କ ବନକଲାଗି ନୀତି, ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
ପୁରୀ (କେନ୍ୟୁଜ): ଆଜି ବୁଧବାର ବୈଶାଖ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ଏହି ବନକ ଲାଗି କାର୍ଯ୍ୟକ୍ରମ ପାଇଁ ରୀତିନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନେ କରିଥାନ୍ତି । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି…
Read More...