ଶୀଘ୍ର ଛାଡ଼ନ୍ତୁ ଏହି ସବୁ ଅଭ୍ୟାସ, ନ ହେଲେ ଦୂର୍ବଳ ହେବ ଆପଣଙ୍କ ହାଡ଼
ଶରୀରର ହାଡ଼କୁ ମଜଭୁତ ରଖିବା ପାଇଁ ଆମକୁ କ୍ୟାଲସିୟମ୍ ଓ ଭିଟାମିନ୍ ଡି ଆବଶ୍ୟକ ହୋଇଥାଏ । କିନ୍ତୁ ଦିନ ସାରା ଆମେ ବହୁ ଏମିତି ଖାଦ୍ୟ ଖାଇଥାଉ ଯାହା ଦ୍ୱାରା ହାଡ଼ ଦୁର୍ବଳ ହୋଇଯାଏ । ଫୁଡ୍ ଓ ନ୍ୟୁଟ୍ରିସନ୍ ଏକ୍ସପର୍ଟଙ୍କ କହିବା ଅନୁସାରେ ଏମିତି ଅନେକ ଖାଦ୍ୟ ଅଛି ଯାହା କ୍ୟାଲସିୟମ୍ ଓ…