ପ୍ରେମିକାକୁ ଛୁରାମାଡ଼ ଘଟଣା: ଅଭିଯୁକ୍ତ ପ୍ରେମିକକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ
ଖୋର୍ଦ୍ଧା (କେନ୍ୟୁଜ): ପ୍ରେମିକାକୁ ଛୁରାମାଡ଼ ଘଟଣାରେ ମାମଲା ରୁଜୁ। ଗୁରୁତର ପ୍ରେମିକାଙ୍କ ଭାଇଙ୍କ ଏତଲା ଆଧାରରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନାରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତ ପ୍ରେମିକକୁ ଅଟକ ରଖି ପୋଲିସ ପଚରାଉଚରା କରୁଛି। ଖୋର୍ଦ୍ଧା ବରୁଣେଇ ଶିଳ୍ପାଞ୍ଚଳରେ ପ୍ରେମିକାକୁ ୧୦ ଥର…