Below header
Browsing Tag

Brahampur

ଶିଶୁ ସୁରକ୍ଷା କମିଟିର ସଦସ୍ୟଙ୍କୁ ପିିଟିପିଟି ହତ୍ୟା, ଘରେ ପଶି ମାରିଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର (କେନ୍ୟୁଜ): ମହିଳାଙ୍କୁ ହତ୍ୟା ଅଭିଯୋଗ । ଘରେ ପଶି ମାରିଦେଲେ ଦୁର୍ବୃତ୍ତ । ଗଞ୍ଜାମ ଜିଲ୍ଲା ଗୋଷାଣୀ ନୂଆଗାଁ ଥାନା ନୀଳକଣ୍ଠ ନଗରରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ସୌଦାମିନୀ ରଥ । ସେ ଶିଶୁ ସୁରକ୍ଷା କମିଟିର ଜଣେ ସଦସ୍ୟ। ଗତକାଲି ବିଳମ୍ବିତ ରାତିରେ କେହି…

ବ୍ରହ୍ମପୁର: ଆଇଜର୍‌ ହଷ୍ଟେଲ ପରିସରରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବ୍ରହ୍ମପୁର (କେନ୍ୟୁଜ): ବ୍ରହ୍ମପୁର ଆଇଜର୍‌ ହଷ୍ଟେଲ ପରିସରରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ବ୍ରହ୍ମପୁର ସହର ଉପକଣ୍ଠ ଲାଉଡ଼ିଗାଁ ସ୍ଥିତ ଆଇଜର ସ୍ଥାୟୀ କ୍ୟାମ୍ପସ ହଷ୍ଟେଲ ପରିସରରୁ ଜଣେ ପ୍ରଥମ ବର୍ଷ ଛାତ୍ରଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତ ଛାତ୍ର ଜଣଙ୍କ ବାଲେଶ୍ଵର ଜିଲ୍ଲା ସଦର…