ଶୋଇଥିବା ବେଳେ ଅଘଟଣ. ସର୍ପାଘାତରେ ଭାଇ ଭଉଣୀ ମୃତ
ବଲାଙ୍ଗିର: ସାପ କାମୁଡାରେ ଗଲା ଭାଇ ଭଉଣୀଙ୍କ ଜୀବନ । ବଲାଙ୍ଗିର ସହର ଭିତରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସହରର ମାଲଗୋଦାମ ପଡାର ଅବଦୁଲ ରେହେମାନଙ୍କ ଦୁଇ ପୁଅ ଝିଅଙ୍କ ସାପ କାମୁଡ଼ାରେ ମୃତ୍ୟୁ ହୋଇଛି । ରାତି ଘରେ ଶୋଇଥିବା ବେଳେ ଏଭଳି ଘଟଣା ଘଟିଛି । ଉଭୟଙ୍କୁ ବଲାଙ୍ଗୀର ଭୀମଭୋଇ…