ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ପଞ୍ଜିକୃତ ହେଲେ ୫୫୪ ହସ୍ପିଟାଲ, ଆଉ ୨୯ ନୂଆ ହସ୍ପିଟାଲ୍ ପାଇଁ ଅନୁମୋଦନ
ଭୁବନେଶ୍ବର(କେନ୍ୟୁଜ୍): ଓଡିଶା ସରକାରଙ୍କ ଅଭିନବ ଗୁଣାତ୍ମକ ସାର୍ବଜନିନ ସ୍ବାସ୍ଥ୍ୟ ସେବା ଯୋଜନା ବି. ଏସ.କେ. ୱାଈ ଉଲ୍ଲେଖନୀୟ ଅଗ୍ରଗତି ହାସଲ କରିଛି। ଯୋଜନାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡି.ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆନ୍ତରିଣ ସମୀକ୍ଷାରୁ ବୈଠକରୁ ଏହା…