ବଜେଟରେ ସିନିଅର ସିଟିଜେନଙ୍କୁ ବିତ୍ତ ମନ୍ତ୍ରୀଙ୍କ ବଡ଼ ଉପହାର, ଏବେ ପ୍ରତି ମାସରେ ମିଳିବ ୨୦ ହଜାର ଟଙ୍କା
ଟଙ୍କା ନିବେଶ କରିବା ପାଇଁ ମାର୍କେଟରେ ଅନେକ ପ୍ରକାର ଅପସନ୍ ମହଜୁଦ ରହିଛି। କିଛି ଲୋକ ବ୍ୟାଙ୍କ ଫିକ୍ସଡ ଡିପୋଜିଟରେ ନିବେଶ କରିବା ପସନ୍ଦ କରନ୍ତି ତ ଆଉ କିଛି ଲୋକ ଇନସୁରାନ୍ସ ପଲିସି, ଟର୍ମ ପଲିସି, ପେନସନ୍ ପଲିସି ଆଦିରେ ନିବେଶ କରନ୍ତି। ସେହିପରି ଆଉ କିଛି ଲୋକ ସେୟାର ମାର୍କେଟ ଏବଂ…