Browsing Tag

bureaucrats

 ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୂହ ଛୁଟିରେ ଯାଇଛନ୍ତି ଅମଲାମାନେ, ୩୮ଟି ବିଭାଗର ଅଫିସ କାମ ପ୍ରଭାବିତ 

କେନ୍ୟୁଜ୍(ବ୍ୟୁରୋ):  ଅମଲା ସଂଘର ସମୂହ ଛୁଟି । ଲେବୁଲ ୯ ଦାବିରେ ଆଜିଠାରୁ ରାଜ୍ୟରେ ବିଭିନ୍ନ ବିଭାଗରେ କାର୍ଯ୍ୟରତ ଅମଲାମାନେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୂହ ଛୁଟିରେ ଯାଇଛନ୍ତି । ୩୦ଟି ଯାକ ଜିଲ୍ଲାର ୩୦ ହଜାରରୁ ଅଧିକ ଅମଲା ଏହି ସମୂହ ଛୁଟିରେ ସାମିଲ ହୋଇଛନ୍ତି । ଏଥିପାଇଁ…