Browsing Tag

Burla Power Channel

ବୁଲି ଯାଇଥିବା ବେଳେ ଅଘଟଣ, ପାଓ୍ଵାର ଚାନେଲରେ ଭାସି ଯୁବତୀ ନିଖୋଜ

ସମ୍ବଲପୁର (କେନ୍ୟୁଜ): ବସିଥିଲେ, ହଠାତ୍‌ ମାଡ଼ି ଆସିଲା ପାଣି। ବୁର୍ଲା ପାଓ୍ଵାର ଚାନେଲରେ ଭାସି ଯୁବତୀ ନିଖୋଜ। ଯୁବତୀ ଜଣକ ନିଜ ପୁରୁଷ ବନ୍ଧୁଙ୍କ ସହ ବୁଲିବାକୁ ଯାଇ ପାୱାର କେନାଲରେ ବସି କଥାବାର୍ତ୍ତା ହେଉଥିଲେ। ଏହି ସମୟରେ ହଠାତ୍‌ ପାଣି ମାଡ଼ି ଆସିବାରୁ ଦୁଇ ଜଣ ଯାକ ଭାସି ଯାଇଥିଲେ।…