ଖରା ପାଇଁ ରାଜ୍ୟ ପରିବହନ ବିଭାଗ ଜାରି କଲା ମାର୍ଗଦର୍ଶିକା, ବସ୍ରେ ଅଧିକ ଯାତ୍ରୀ ନେଲେ ଦୃଢ଼ ପଦକ୍ଷେ
ଭୁବନେଶ୍ୱର : ସମଗ୍ର ରାଜ୍ୟ ଗରମ ଓ ଗୁଳୁଗୁଳିରେ ସିଝୁଛି । ସତେ ଯେପରି ଆକାଶରୁ ଅଗ୍ନି ବର୍ଷୁଛି । ପ୍ରଚଣ୍ଡ ଗ୍ରୀଷ୍ମ ପରିବେଶକୁ ଉତ୍ତପ୍ତ କରି ଦେଇଛି । ମଣିଷଠାରୁ ଆରମ୍ଭ କରି ପଶୁପକ୍ଷୀ ତ୍ରାହି ତ୍ରାହି ଡାକୁଛନ୍ତି । ଖରା ତାତି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଥିବା ବେଳେ ସକାଳ ୯ଟା ପରେ…