ରାଜ୍ୟରେ ଦିନ ୩ଟା ସୁଦ୍ଧା ରାଜ୍ୟରେ ହାରାହାରି ୪୯.୭୭% ମତଦାନ
ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ ୩ଟା ସୁଦ୍ଧା ରାଜ୍ୟରେ ହାରାହାରି ୪୯.୭୭% ମତଦାନ ହୋଇଛି । ବାଲେଶ୍ବରରେ ୫୪.୦୪ % , ଭଦ୍ରକରେ ୪୬.୩୩% , ଜଗତସିଂହପୁରରେ ୫୨.୫୨% , ଯାଜପୁରରେ ୪୮.୮୦% ,…