Browsing Tag

cabinet meeting

ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ସହ କ୍ୟାବିନେଟ ବୈଠକ

ଭୁବନେଶ୍ବର(କେନ୍ଯୁଜ୍): ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ସହ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସି ଆଲୋଚନା କରାଯିବ। ଡିସେମ୍ବର ପହିଲାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ହେବାକୁ ଯାଉଥିବାରୁ ଏଥିରେ କେଉଁସବୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ…

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ, ୧୭ଟି ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ। ୧୭ଟି ପ୍ରସ୍ତାବରେ ବାଜିଲା କ୍ୟାବିନେଟ ମୋହର। ଅର୍ଥ, ଖାଦ୍ୟ ଯୋଗାଣ, ସାଧାରଣ ପ୍ରଶାସନ ଓ ଗୃହ ବିଭାଗର ପ୍ରସ୍ତାବକୁ ମିଳିଛି ଅନୁମୋଦନ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସି ୧୭ଟି ପ୍ରସ୍ତାବ ଉପରେ ମୋହର…

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ, ୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର(କେନ୍ଯୁଜ୍): ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ । ପୂର୍ବାହ୍ନ ୧୧ଟା ୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏଥିରେ ୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବ । ପଞ୍ଚାୟତିରାଜ, ଅର୍ଥ, ରାଜସ୍ୱ, ପୂର୍ତ୍ତ ଓ ସାଧାରଣ ପ୍ରଶାସନ ବିଭାଗର ପ୍ରସ୍ତାବ ବୋଲି…

ଆଜି ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର(କେନ୍ଯୁଜ୍): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଅପରାହ୍ନ ୫ଟାରେ ବସିବ ବୈଠକ । ବୈଠକରେ ୧୪ଟି ପ୍ରସ୍ତାବ ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି । ରାଜ୍ୟର ଭିତ୍ତିଭୂମି ବିକାଶ, କ୍ରୀଡା…

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅପରାହ୍ନ ସାଢ଼େ ୫ଟାରେ ଭର୍ଚୁଆଲରେ ହେବ ଅନୁଷ୍ଠିତ

ଭୁବନେଶ୍ବର(କେନ୍ଯୁଜ୍): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଅପରାହ୍ନ ସାଢ଼େ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହା ଭର୍ଚୁଆଲରେ ଅନୁଷ୍ଠିତ ହେବ । କ୍ୟାବିନେଟରେ ମୋଟ ୧୩ଟି ଏଜେଣ୍ଡା ଆସିବ ବୋଲି ସୂଚନା ମିଳିଛି ।

ଆସନ୍ତା ମେ ୨୯ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିପାରେ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ବର: ଆସନ୍ତା ମେ ୨୯ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିପାରେ ମନ୍ତ୍ରୀ ପରିଷଦ ବୈଠକ । ଏହି ଦିନ ମୁଖ୍ୟମନ୍ତ୍ରୀ ପଞ୍ଚମ ପାଳିର ୨ବର୍ଷ ପୂରଣ କରିବାକୁ ଯାଉଛନ୍ତି। କରୋନା କଟକଣା ପାଇଁ ଭର୍ଚୁଆଲରେ ହେବ ବୈଠକ । ୨ବର୍ଷ ଭିତରେ ବିଭିନ୍ନ ବିଭାଗୀୟ ଉପଲବ୍ଧି ଓ ପରବର୍ତ୍ତୀ…

ଦେଶରେ ବେକାବୁ କରୋନା ସଂକ୍ରମଣ: ସ୍ଥିତି ସମୀକ୍ଷା ପାଇଁ ଆଜି କ୍ୟାବିନେଟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ବେକାବୁ ହୋଇଛି କରୋନା ସଂକ୍ରମଣ । ଏହା ମଧ୍ୟରେ ଆଜି କ୍ୟାବିନେଟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦିନ ୧୧ଟାରେ ଭିଡିଓ କନଫରେନ୍ସିଂରେ ହେବାକୁ ଥିବା ଏହି ବୈଠକରେ କ୍ୟାବିନେଟ ମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ଅଧିକାରୀ ସାମିଲ ହେବେ। ବୈଠକରେ ଦେଶରେ କରୋନା…

ରାଜ୍ୟ କ୍ୟାବିନେଟ ବୈଠକରେ ୧୦ଟି ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ ବୈଠକରେ ୧୦ଟି ପ୍ରସ୍ତାବରେ ବାଜିଲା ମୋହର । ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ବାଗ୍‌ଚି-ଶ୍ରୀଶଙ୍କର କର୍କଟ ହସପିଟାଲ ଓ ଗବେଷଣା କେନ୍ଦ୍ର । ଏଥିପାଇଁ ସୁବ୍ରତ ବାଗ୍‌ଚି ଓ ସୁସ୍ମିତା ବାଗ୍‌ଚି ୨୧୦ କୋଟି ଟଙ୍କା ସହାୟତା ପ୍ରଦାନ କରିବେ । ଭୁବନେଶ୍ୱର…

ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଭିଡିଓ କନ୍‌ଫରେନ୍‌ସିଂରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ହେବାକୁ ଥିବା ଏହି ବୈଠକରେ ଭିଡିଓ କନ୍‌ଫରେନ୍‌ସିଂରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ମନ୍ତ୍ରୀ ମାନେ ଲୋକସେବା ଭବନରେ ରହିବେ ।…

ଆଜି ବସିବ ଚଳିତ ବର୍ଷର ଶେଷ ରାଜ୍ୟ କ୍ୟାବିନେଟ ବୈଠକ, କିଛି ବଡ଼ ଘୋଷଣା କରିପାରନ୍ତି ସରକାର

ଭୁବନେଶ୍ବର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ୨୦୨୦ ବର୍ଷରେ ରାଜ୍ୟ କ୍ୟାବିନେଟ୍‌ର ଏହା ଶେଷ ରାଜ୍ୟ କ୍ୟାବିନେଟ୍‌ ବୈଠକ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ସାଢେ ୫ଟାରେ ବୈଠକ ଅନୁଷ୍ଠିତ ହେବ । କ୍ୟାବିନେଟରେ ସମବାୟ ବିଭାଗ ପକ୍ଷରୁ ପ୍ରସ୍ତାବିତ…

ଆଜି ରାଜ୍ୟ କ୍ୟାବିନେଟ୍: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍‌ସିଂରେ ହେବ ବୈଠକ

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟ୍‌ । ସଂଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍‌ସିଂରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ହେବ । ପୂର୍ବରୁ କୌଣସି ସୂଚନା ଦିଆନଯାଇ ସରକାର ହଠାତ୍‌ ଜରୁରୀ କ୍ୟାବିନେଟ୍‌ ବୈଠକ ଡାକିଛନ୍ତି । ଶ୍ରୀଲିଙ୍ଗରାଜଙ୍କ ପାଇଁ ସ୍ୱତନ୍ତ୍ର ଆଇନ…

ଆଜି ଅପରାହ୍ନ ୫ଟାରେ ବସୁଛି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ, ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପ୍ରଥମ…

ଭୁବନେଶ୍ବର: ଆଜି ବସୁଛି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ । ଅପରାହ୍ନ ୫ଟାରେ ବସିବ ମନ୍ତ୍ରୀ ପରିଷଦ ବୈଠକ । ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟରେ ମୋହର ଲାଗିବ । ଅପରାହ୍ନ ୫ଟା ୧୫ରେ କ୍ୟାବିନେଟ ବୈଠକ ବସିବ । ବୈଠକରେ ୧୫ଟି ପ୍ରସ୍ତାବ ଉପରେ ଆଲୋଚନା ହେବ ।…