ନିଯୁକ୍ତି ପରୀକ୍ଷା କେଳେଙ୍କାରୀ, ବାତିଲ ହୋଇଥିବା ପରୀକ୍ଷାର ତାଲିକା ମାଗିଲେ ରାଜ୍ୟ ସରକାର
ଭୁବନେଶ୍ୱର : ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ପରେ ସରକାରଙ୍କ ବଡ଼ ପଦକ୍ଷେପ । ବାତିଲ ହୋଇଥିବା ପରୀକ୍ଷାର ତାଲିକା ମାଗିଲେ ସରକାର। ୨୦୨୪ ଜୁନ ଠାରୁ ଆଜି ପର୍ଯ୍ୟନ୍ତ ବାତିଲ ହୋଇଥିବା ସମସ୍ତ ପରୀକ୍ଷାର ତଥ୍ଯ ମାଗିଛନ୍ତି ରାଜ୍ୟ ସରକାର । ଏନେଇ ସମସ୍ତ ବିଭାଗକୁ ଚିଠି ଲେଖି ତାଲିକା ମାଗିଲା…