ଆଉ ହଇରାଣ ହେବେନି ରୋଗୀ, ଏଣିକି କ୍ୟାପିଟାଲ ହସ୍ପିଟାଲରୁ SCBକୁ ଗଡ଼ିବ ‘ଆମ ବସ୍’
ଭୁବନେଶ୍ୱର : ‘ଆମ ବସ’ ଯୋଜନାରେ ପୁଣି ଯୋଡ଼ି ହୋଇଛି ୪୦ଟି ଇ-ବସ୍ । ଭୁବନେଶ୍ୱରର କ୍ୟାପିଟାଲ୍ ହସ୍ପିଟାଲରୁ କଟକ SCB ମେଡିକାଲ ଯିବା ପାଇଁ ସରକାର ଗଡାଇବେ ଇ-ବସ୍ । ରୋଗୀ କିମ୍ବା ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ସହାୟକ ହେବ 'ଆମ ବସ୍' ର ନୂଆ ରୁଟ୍ । ଏହା ଦ୍ୱାରା ଆଉ ଯାତାୟତ ପାଇଁ…