ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କ୍ୟାପଟେନ୍ ଓ ବାନ୍ଧବୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କ୍ୟାପଟେନ୍ ଓ ବାନ୍ଧବୀ। ଭରତପୁର ଥାନାରେ ଦୁର୍ବ୍ୟବହାର ଘଟଣା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି କ୍ୟାପଟେନ୍ , ତାଙ୍କ ବାନ୍ଧବୀ ଓ ବାନ୍ଧବୀଙ୍କ ବାପା । ଲୋକସେବା ଭବନରେ ଭେଟି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ଆଲୋଚନା ସକାରାତ୍ମକ…