ଗୋରୁ ଗାଡ଼ି ପୋଡ଼ି ଘଟଣାରେ ଥାନା ଘେରାଉ, ବଜରଙ୍ଗ ଦଳର ୪ ଜଣ ଯୁବକଙ୍କୁ ଅଟକ ରଖିଥିଲା ବସ୍ତା ପୋଲିସ
ଗୋରୁ ଗାଡ଼ି ପୋଡ଼ି ଘଟଣାରେ ଥାନା ଘେରାଉ। ଗୋସୁରକ୍ଷାକାରୀ ବଜରଙ୍ଗ ଦଳର ୪ ଜଣ ଯୁବକଙ୍କୁ ଅଟକ ରଖିଥିଲା ବସ୍ତା ପୋଲିସ। ଏହାର ପ୍ରତିବାଦରେ ଗତକାଲି ରାତିରୁ ସ୍ଥାନୀୟ ଲୋକ କମର୍ଦ୍ଦା ଥାନା ଘେରାଉ କରିବା ସହ ରାସ୍ତା ଅବରୋଧ କରିଥିଲେ। ଏସପିଙ୍କ ସହ ଫୋନରେ ଆଲୋଚନା ପରେ ରାସ୍ତାରୋକ ହଟିଥିଲା।…