Browsing Tag

caught taking bribe

ଜେଲରେ ୨୦୧୯ ବ୍ୟାଚର ଓଏଏସ ଟପ୍ପର, ୧୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଗିରଫ କରିଥିଲା ଭିଜିଲାନ୍ସ

କୁଚିଣ୍ଡା : ସମ୍ବଲପୁର ଜେଲରେ ୨୦୧୯ ବ୍ୟାଚର ଓଏଏସ ଟପ୍ପର । ଜେଲରେ କଟିଛି ପ୍ରଥମ ରାତି । ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବାମରା ତହସିଲଦାର ଅଶ୍ୱିନୀ ପଣ୍ଡାଙ୍କୁ ଗିରଫ କରିଥିଲା ।  ଏହାପରେ ତାଙ୍କର ବିଭିନ୍ନ ଠିକଣାରେ ଚଢ଼ାଉ କରିଛି ଭିଜିଲାନ୍ସ । ଭୁବନେଶ୍ବର ସ୍ଥିତ ଅଶ୍ବିନୀଙ୍କ ଘରେ…

ସିଡିପିଓଙ୍କ ଅମାପ ସମ୍ପତ୍ତି, ଭୁବନେଶ୍ୱରରେ ରହିଛି ୩୩୦୦ ବର୍ଗ ଫୁଟର ତିନି ମହଲା ଘର

କଟକ : ଭିଜିଲାନ୍ସ ଜାଲରେ ଶିଶୁ ବିକାଶ ଅଧିକାରୀ ଶକୁନ୍ତଳା ଦାସ । ଜଣେ ନବନିଯୁକ୍ତ ଅଙ୍ଗନବାଡ଼ି ହେଲପରଙ୍କ ଦରମା କରାଇଦେବା ପାଇଁ ଗତକାଲି ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିଲେ ସିଡିପିଓ ଶକୁନ୍ତଳା ଦାସ । ଏହାପରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…