୨୩ଟି ନକଲି ହୋଟେଲ ୱେବସାଇଟ୍ ଚିହ୍ନଟ ପାଇଁ କ୍ରାଇମ୍ ବ୍ରାଞ୍ଚ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ
ଭୁବନେଶ୍ୱର : କ୍ରାଇମ୍ ବ୍ରାଞ୍ଚ, ଓଡିଶାର ସୋସିଆଲ ମିଡିଆ ଟିମ୍ ନକଲି ୱେବସାଇଟ୍ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ବର୍ତ୍ତମାନ କ୍ରାଇମବ୍ରାଞ୍ଚର ସାଇବର କ୍ରାଇମ୍ ୟୁନିଟ୍ ୨୩ ଟି ନକଲି ହୋଟେଲ ୱେବସାଇଟ୍ ଚିହ୍ନଟ କରିବା ସହ ସେଗୁଡ଼ିକୁ ବ୍ଲକ କରିବା ପାଇଁ ପ୍ରକ୍ରିୟା…