୨୦୨୬ରେ ହେବାକୁ ଥିବା ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ତାରିଖ ପ୍ରକାଶ କରିଛି (ସିବିଏସଇ)
ଦିଲ୍ଲୀ:କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ୨୦୨୬ରେ ଅନୁଷ୍ଠିତ ହେବାକୁ ଥିବା ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ତାରିଖ ପ୍ରକାଶ କରିଛି। ପରୀକ୍ଷାଗୁଡ଼ିକ ୨୦୨୬ ଫେବ୍ରୁଆରି ୧୭ ରୁ ୧୫ ଜୁଲାଇ ମଧ୍ୟରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି ।
୨୦୨୬ ମସିହାରେ,…