ଶ୍ରୀ ଶ୍ରୀ ଶିରିଡି ସାଇ ଚାରିଟେବଲ ଟ୍ରଷ୍ଟ ତରଫରୁ ଦିବ୍ୟାଶିଷ ଦିବସ ପାଳିତ
ଭୁବନେଶ୍ୱର: ଶ୍ରୀ ଶ୍ରୀ ଶିରିଡି ସାଇ ଚାରିଟେବଲ ଟ୍ରଷ୍ଟ, ବସନ୍ତପୁର ଆନୁକୁଲ୍ୟରେ ଦିବ୍ୟାଶିଷ ଦିବସ ପାଳନ ଉପଲକ୍ଷେ ଦୁଇ ଦିନ ବ୍ୟାପି ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି ଅବସରେ ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ଶିରିଡି ସାଇ ବାବାଙ୍କ ପରମ ଭକ୍ତ ଗୁରୁଜୀ ଡ ଚନ୍ଦ୍ରଭାନୁ…