ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ । ଏହା ପୂର୍ବରୁ ପଶ୍ଚିମବଙ୍ଗର ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କ ଉପରେ ଜୋରଦାର ବର୍ଷିଛନ୍ତି ମୋଦି । ସେହିପରି ଝାଡ଼ଖଣ୍ଡର ଗୋଟିଏ ସ୍ଥାନରେ ଜନସମାବେଶକୁ ସମ୍ବୋଧନ କରିଥିଲେ । ତେବେ ଓଡ଼ିଶାରେ ବିଜେଡି ଉପରେ କଣ କହିବେ…
Read More...