ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ
ଶିକ୍ଷାର ଭିତ୍ତିଭୂମିର ବିକାଶ ପାଇଁ ଓଡ଼ିଶାରେ ଖୋଲିବ ଆଉ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଅନୁଗୁଳ ଜିଲ୍ଲାର ତାଳଚେର ଓ…