ବେକାବୁ ହେଲାଣି ସ୍କ୍ରବ୍ ଟାଇଫସ୍, ସୁନ୍ଦରଗଡ଼ରେ ୬ ଜଣିଆ କେନ୍ଦ୍ରୀୟ ଟିମର ସ୍ଥିତି ସମୀକ୍ଷା
ସୁନ୍ଦରଗଡ଼ (କେନ୍ୟୁଜ): ରାଜ୍ୟରେ ବେକାବୁ ହେଲାଣି ସ୍କ୍ରବ୍ ଟାଇଫସ୍ । ପ୍ରତିଦିନ ଚିହ୍ନଟ ହେଉଛନ୍ତି ନୂଆ କେସ୍ । ରାଜ୍ୟରେ ସ୍କ୍ରବ ଟାଇଫସ୍କୁ ନେଇ କେନ୍ଦ୍ରର ପଦକ୍ଷେପ । ସୁନ୍ଦରଗଡ଼ରେ ୬ ଜଣିଆ କେନ୍ଦ୍ରୀୟ ଟିମର ସ୍ଥିତି ସମୀକ୍ଷା । ଓଡ଼ିଶାର ୨ ବିଶେଷଜ୍ଞ ମଧ୍ୟ ଟିମରେ ସାମିଲ ହୋଇଛନ୍ତି ।…