୪ ସଂସଦୀୟ କ୍ଷେତ୍ରରେ ସିଇଓଙ୍କ ସମୀକ୍ଷା, ଖରାରେ ଭୋଟରଙ୍କ ସୁବିଧା ପାଇଁ ବ୍ଯବସ୍ଥା କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ
ଭୁବନେଶ୍ୱର (କେନ୍ୟୁଜ): ୪ ସଂସଦୀୟ କ୍ଷେତ୍ରର ସମୀକ୍ଷା କଲେ ସିଇଓ । ରାଜ୍ୟ ମୁଖ୍ଯ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସମ୍ବଲପୁର ଗସ୍ତରେ ଆସି ୪ଟି ଲୋକସଭା ନିର୍ବାଚନମଣ୍ଡଳୀର ସମୀକ୍ଷା କରିଛନ୍ତି l ସମ୍ବଲପୁର, ଢେଙ୍କାନାଳ, ସୁନ୍ଦରଗଡ ଓ ବରଗଡ ସଂସଦୀୟ କ୍ଷେତ୍ରର ସମୀକ୍ଷା କରିଛନ୍ତି ।…