ଉଦଳା: ମର୍ଣ୍ଣିଙ୍ଗ ୱାକ୍ ବେଳେ ମହିଳାଙ୍କ ବେକରୁ ସୁନା ଚେନ ଲୁଟିନେଲେ ଦୁର୍ବୃତ୍ତ
ଉଦଳା(କେନ୍ୟୁଜ୍): ମର୍ଣ୍ଣିଙ୍ଗ ୱାକ୍ ଆସିଥିବା ବେଳେ ମହିଳାଙ୍କ ବେକରୁ ସୁନାଚେନ ଲୁଟିନେଲେ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ଉଦଳା ଥାନା ଏନଏସି ୩ ନମ୍ବର ୱାର୍ଡରେ। ୩ ନମ୍ବର ୱାର୍ଡର ମିତାରାଣୀ ମଲ୍ଲିକ ଆଜି ସକାଳେ ମର୍ଣ୍ଣିଙ୍ଗ ୱାକରେ ଯାଇଥିଲେ। ଘର ଠାରୁ ମାତ୍ର କେଇ ମିଟର ଦୂର ଯାଇଥିବା…