ଵସ ଓ ସ୍କୁଟି ମୁହାଁମୁହିଁ ଧକ୍କା, ୨ ମୃତ
ଚାନ୍ଦବାଲି: ଭଦ୍ରକ- ଚାନ୍ଦବାଲି ରାସ୍ତାର କମାରିଆ ଛକରେ ଵସ-ସ୍କୁଟି ମୁହାଁମୁହିଁ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ନେଇ ଉତ୍ତେଜନା । କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ । ପୀରହାଟ ଥାନା କମାରିଆ ଛକରେ ଏକ ଘରୋଇ ଵସ ଓ ସ୍କୁଟି ମୁହାଁମୁହିଁ ଧକ୍କା ହେବାରୁ ସ୍କଟିରୁ ୨…