ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ ଘାଟିରୁ ଗୁପ୍ତ ତଥ୍ୟ ଲିକ୍ ଘଟଣା: ପ୍ରମାଣ ଅଭାବରୁ ଅଭିଯୁକ୍ତଙ୍କ ଉପରୁ ହଟିଲା…
କେନ୍ୟୁଜ୍(ବ୍ୟୁରୋ): ବାଲେଶ୍ୱର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ ଘାଟିରୁ ଗୁପ୍ତ ତଥ୍ୟ ଲିକ୍ ମାମଲାରେ ଆବଶ୍ୟକ କାଗଜପତ୍ର ଅଭାବରୁ ଅଭିଯୁକ୍ତଙ୍କ ଉପରୁ ହଟିଲା ୩ଟି ଦଫା । ଅଭିଯୁକ୍ତଙ୍କ ଉପରେ ଲାଗିଥିବା ଅଫିସିଆଲ୍ ସିକ୍ରେଟ ଆକ୍ଟ ୩, ୪, ୫ ହଟିଲା । ଆବଶ୍ୟକ ଡକ୍ୟୁମେଣ୍ଟ ନଥିବାରୁ…