ଆଜି ପବିତ୍ର ମାଘ ସପ୍ତମୀ, ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ
ଗୋପ: ଆଜି ପବିତ୍ର ମାଘ ସପ୍ତମୀ । ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ବୁଡ଼ ପକାଇଛନ୍ତି । ଆଜିର ଦିନରେ ଚନ୍ଦ୍ରଭାଗା ତୀର୍ଥରେ ସ୍ନାନ କରି ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କଲେ କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ବାସ ରହିଛି । ଚଳିତବର୍ଷ…