ଲୋକସଭା ବାଚସ୍ପତିଙ୍କୁ ଚିଠି ଲେଖିଲେ ସାଂସଦ ଚନ୍ଦ୍ରାଣୀ ମୁର୍ମୁ, ଓଟିଭି ଓ ମାଲିକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ…
ଭୁବନେଶ୍ବର: ଲୋକସଭା ବାଚସ୍ପତିଙ୍କୁ ଚିଠି ଲେଖିଲେ ସାଂସଦ ଚନ୍ଦ୍ରାଣୀ ମୁର୍ମୁ । ବାଚସ୍ପତି ଓମ୍ ବିର୍ଲାଙ୍କ ନିକଟକୁ ଚିଠି ଲେଖି ନ୍ୟାୟ ମାଗିଲେ ଚନ୍ଦ୍ରାଣୀ । ଓଟିଭି ବିରୋଧରେ ସ୍ୱାଧୀକାର ଭଙ୍ଗ କାର୍ଯ୍ୟାନୁଷ୍ଠାନ ନୋଟିସ କରିଛନ୍ତି କେନ୍ଦୁଝର ସାଂସଦ । ଓଟିଭି ଓ ଓଟିଭି ମାଲିକଙ୍କ…