ଅର୍ଚ୍ଚନା ନାଗ୍ ସମ୍ପତ୍ତି ବାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ, ଇଡିରେ ହାଜର ହେଲେ ୨ ଚାର୍ଟାର୍ଡ଼ ଆକାଉଣ୍ଟାଣ୍ଟ
ଭୁବନେଶ୍ୱର (କେନ୍ୟୁଜ): ଅର୍ଚ୍ଚନା ନାଗ ମାମଲାରେ ଖୋଳତାଡ଼ କରୁଛି । ଆଜି ଇଡିରେ ହାଜର ହେଲେ ଅର୍ଚ୍ଚନା ନାଗ ଓ ଖଗେଶ୍ୱରଙ୍କ ଚାର୍ଟାର୍ଡ଼ ଆକାଉଣ୍ଟାଣ୍ଟ । EDରେ ହାଜର ହେବାକୁ ଦୁଇ ଜଣଙ୍କୁ ସମନ ହୋଇଥିଲା । ୨ ଜଣ ଚାର୍ଟାର୍ଡ଼ ଆକାଉଣ୍ଟାଣ୍ଟଙ୍କୁ ପଚରାଉଚରା କରିବ ED । କେଉଁଠି ଅର୍ଚ୍ଚନା…