ଆଜି ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଉପରେ ହେବ ଆଲୋଚନା
ପୁରୀ (କେନ୍ୟୁଜ): ଆଜି ବସିବ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ । ସନ୍ଧ୍ୟା ୬ଟାରେ ନିଳାଦ୍ରୀ ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ରାଜେନ୍ଦ୍ରାଭିଷେକନୀତିଠାରୁ ସ୍ନାନଯାତ୍ରା ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ଉପରେ ଆଲୋଚନା ହେବ । ଏହାଛଡ଼ା ୨୦୨୪ ବର୍ଷର…